Random Video

ପୁରୀରୁ ଆରମ୍ଭ ହେବ ବିକଶିତ କୃଷି ସଂକଳ୍ପ ଅଭିଯାନ

2025-05-27 5 Dailymotion

ମେ 29ରୁ ପୁରୀରେ କେନ୍ଦ୍ର ସରକାରଙ୍କ ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ କରିବେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ।