Random Video

କୋଟିଆ ଗ୍ରାମପୁଞ୍ଜର ବିକାଶ ପାଇଁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ରୋଡ଼ ମ୍ୟାପ: ରାଜସ୍ବ ମନ୍ତ୍ରୀ

2025-06-06 7 Dailymotion

କୋଟିଆର ବିକାଶ ନେଇ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ଆଜି ବସିଥିଲା ପ୍ରଥମ ବୈଠକ ।